• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜମି କ୍ରୟ କରିପାରନ୍ତି . . .

ସୌର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର , ଚନ୍ଦ୍ର – ମେଷ ପ୍ରାତଃ ୦୭/୫୮ ଗତେ ବୃଷ । ତିଥି- ପ୍ରତିପଦ ସନ୍ଧ୍ୟା ୦୫/୧୭ ଗତେ ୨ୟା । ଘାତ ଚନ୍ଦ୍ର- ମେଷ ପ୍ରାତଃ ୦୭/୫୮ ଗତେ ବିଛା, କର୍କଟ ।

Cancer

କର୍କଟ

Wednesday 09 Nov 2022

ପୁନର୍ବସୁ - ସ୍ତ୍ରୀଙ୍କ ସହିତ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । 

ଅଶ୍ଳେଷା - ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :