• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2022: ଏହି ରାଶିର ବ୍ୟକ୍ତି ଆଜି ନୂଆ ଜମି କ୍ରୟ କରିପାରନ୍ତି . . .

ସୌର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ବୁଧବାର , ଚନ୍ଦ୍ର – ମେଷ ପ୍ରାତଃ ୦୭/୫୮ ଗତେ ବୃଷ । ତିଥି- ପ୍ରତିପଦ ସନ୍ଧ୍ୟା ୦୫/୧୭ ଗତେ ୨ୟା । ଘାତ ଚନ୍ଦ୍ର- ମେଷ ପ୍ରାତଃ ୦୭/୫୮ ଗତେ ବିଛା, କର୍କଟ ।

Libra

ତୁଳା

Wednesday 09 Nov 2022

ଚିତ୍ରା –ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତିଙ୍କ ଜୀବନ ପ୍ରେମପୂର୍ବକ ବିତିବ । 

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । ମହିଳା ମାନେ ତିରସ୍କୃତ ହୋଇପାରନ୍ତି । 

ବିଶାଖା – ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ

ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :