• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Taurus

ବୃଷ

Thursday 09 Nov 2023

କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି  ଦାୟିତ୍ୱ ଦେବେ । ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି 
ମୃଗଶିରା- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :