• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Aquarius

କୁମ୍ଭ

Thursday 09 Nov 2023

ଧନିଷ୍ଠା- ବ୍ୟବସାୟରେ ଉନ୍ନତି କରିବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।
ଶତଭିଷା- ଅଫିସରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି ହେବେ ।  କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ
ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ ।  ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :