• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Gemini

ମିଥୁନ

Thursday 09 Nov 2023

ମୃଗଶିରା- ଶାରୀରିକ ପିଡା ଭୋଗ କରି ପାରନ୍ତି ।   ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । 
ଆଦ୍ରା- ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିର ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ ।
ପୁନର୍ବସୁ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ ।  ଭୂ-ସମ୍ପତ୍ତି କିଣିବା ପୂର୍ବରୁ  ଶୁଭ ମୁହୂର୍ତ୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।    

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :