• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Leo

ସିଂହ

Thursday 09 Nov 2023

ମଘା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ ।
ପୂ,ଫାଲଗୁନି- ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।
ଉ,ଫାଲଗୁନି- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ

ପ୍ରତିକାର – ସୂର୍ଯ୍ୟଙ୍କୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :