• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Virgo

କନ୍ୟା

Thursday 09 Nov 2023

ଉ,ଫଳଗୁନି- ଶାରୀରିକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକାମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ 
ହସ୍ତା- ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।
ଚିତ୍ରା- ମହିଳାମାନଙ୍କୁ ସମ୍ମାନ ଦେବେ । ଶତ୍ରୁ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପୂର୍ଣ୍ଣ କରିବେ ।

ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :