• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Libra

ତୁଳା

Thursday 09 Nov 2023

ଚିତ୍ରା- ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।
ସ୍ୱାତୀ- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ
ବିଶାଖା- ମହିଳାମାନେ ଖାଦ୍ୟ ପ୍ରିୟ ରହିବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :