• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Scorpio

ବିଛା

Thursday 09 Nov 2023

ବିଶାଖା- ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ଅନୁରାଧା- ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।  
ଜ୍ୟେଷ୍ଠା- ମହିଳାମାନଙ୍କୁ ବନ୍ଧୁଙ୍କ ସହଯୋଗ  ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ ।  କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :