• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Sagittarius

ଧନୁ

Thursday 09 Nov 2023

ମୂଳା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି 
ପୂ,ଷାଢା- ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ 
ଉ,ଷାଢା- କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :