• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Nov 2023: ଦୀର୍ଘ ଦିନର ଅପେକ୍ଷା ପରେ ଭଲ ସୁଯୋଗ ମିଳିପାରେ, ଧନ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ, ଗୁରୁବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ତିଥି- ୧୧ଶୀ ଦିବା ୧୦.୪୨ ଗତେ ୧୨ଶୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୦.୪୨ ଗତେ ୨ ପାଦ- ପଶୁ  ଓ ବଂଶ ହାନି - ଅନ୍ନ  ଓ ତିଳକାଞ୍ଚନ ଦାନ ରାତ୍ରି ୯.୫୬ ଗତେ ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ 

Capricorn

ମକର

Thursday 09 Nov 2023

ଉ,ଷାଢା- କମ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । 
ଶ୍ରବଣା- ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ବଡ କମ୍ପାନୀରୁ ଚାକିରିର ଡାକରା ଆସିପାରେ । 
ଧନିଷ୍ଠା- ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ

ପ୍ରତିକାର – କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :