• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ସ୍ଥାନ ଭ୍ରମଣର ସୁଯୋଗ ଆସିପାରେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ , ତୁଳା ଘାତ ବାର –ମେଷ ରାଶିର ପୁଷ୍କର ଦୋଷ – ୧ ପାଦ ପୁଷ୍କର ଦୋଷ । କୃଷିନାଶ-ଭୂମିଦାନ

Gemini

ମିଥୁନ

Sunday 09 Oct 2022

ମୃଗଶିରା - ଜମି କିଣା ବିକା ବ୍ୟବସାୟରେ ଲାଭବାନ୍ ହେବେ

ଆଦ୍ରା - ମାନ ସମ୍ମାନ ବୃଦ୍ଧି ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ

ପୁନର୍ବସୁ - ସରକାରି ସହୟତା ପାଇବେ

ପ୍ରତିକାର –ପ୍ରଭୂ ଗଣେଷଙ୍କୁ ଦୂବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :