• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ସ୍ଥାନ ଭ୍ରମଣର ସୁଯୋଗ ଆସିପାରେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ , ତୁଳା ଘାତ ବାର –ମେଷ ରାଶିର ପୁଷ୍କର ଦୋଷ – ୧ ପାଦ ପୁଷ୍କର ଦୋଷ । କୃଷିନାଶ-ଭୂମିଦାନ

Leo

ସିଂହ

Sunday 09 Oct 2022

ମଘା – ଚାକିରିରେ ସହକର୍ମୀ ମାନେ ଈର୍ଷା କରିବେ

ପୂ , ଫାଲଗୁନୀ - କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇପାରନ୍ତି

ଉ ,ଫାଲଗୁନୀ – ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତାଗ୍ରସ୍ତ ରହି ପାରନ୍ତି

ପ୍ରତିକାର –ପ୍ରଭୁ ସୂର୍ଯ୍ୟନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :