• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ସ୍ଥାନ ଭ୍ରମଣର ସୁଯୋଗ ଆସିପାରେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ , ତୁଳା ଘାତ ବାର –ମେଷ ରାଶିର ପୁଷ୍କର ଦୋଷ – ୧ ପାଦ ପୁଷ୍କର ଦୋଷ । କୃଷିନାଶ-ଭୂମିଦାନ

Scorpio

ବିଛା

Sunday 09 Oct 2022

ବିଶାଖା – ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ

ଅନୁରାଧା – ଗୃହରେ କୈାଣସି ମାଙ୍ଗଳିକ କାର୍ଯ୍ୟ ସମ୍ପାଦନା ହୋଇପାରେ

ଜ୍ୟେଷ୍ଠା – ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ

ପ୍ରତିକାର – ମଥାରେ ଚନ୍ଦନ ଲଗାଇ ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :