• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଯାନ ବାହନ କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ବୁଧବାର ।ଚନ୍ଦ୍ର- ଧନୁ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୧୨.୧୪ ଗତେ ୭ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୧୨.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Libra

ତୁଳା

Wednesday 09 Oct 2024

ଚିତ୍ରା- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ସ୍ୱାତୀ- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ବିଶାଖା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :