• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଯାନ ବାହନ କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ବୁଧବାର ।ଚନ୍ଦ୍ର- ଧନୁ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୧୨.୧୪ ଗତେ ୭ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୧୨.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Sagittarius

ଧନୁ

Wednesday 09 Oct 2024

ମୂଳା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର‌୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ ।

ପୂ,ଷାଢା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।

ଉ,ଷାଢା- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :