Advertisment

Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

author-image
Pallipuspa Samal
Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ
ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି