• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି

Taurus

ବୃଷ

Friday 09 Sep 2022

କୃତିକା - ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ

ରୋହିଣୀ –ଆତ୍ମିିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ

ମୃଗଶିରା – ବିଳାଶ ବେସନ, ନବଜାତ ଶିଶୁର ଆଗମନରେ ଆନନ୍ଦିତ ରହିପାରନ୍ତି

ପ୍ରତିକାର – ମାଆ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :