• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି

Pisces

ମୀନ

Friday 09 Sep 2022

ପୂ , ଭାଦ୍ରପଦ - ଆପଣଙ୍କ କାମରେ ଗତିରୋଧ ଆସିପାରେ

ଉ , ଭଦ୍ରପଦ - ନିଜର ସଫଳତା ପଛରେ କାହାରିକୁ ଆସିବାକୁ ଦିଅନ୍ତୁ ନାହିଁ

ରେବତୀ – ଭାବିଚିନ୍ତି ପୁଞିନିବେଶ କରନ୍ତୁ

ପ୍ରତିକାର – ସକାଳୁ ଗୁରୁଜନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :