• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି

Gemini

ମିଥୁନ

Friday 09 Sep 2022

ମୃଗଶିରା - ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ

ଆଦ୍ରା - ପରିଶ୍ରମରୁ ଜୀବନ ସୁଖମୟ ହେବ

ପୁନର୍ବସୁ - ଚାକିରିରେ ପ୍ରାଧାନ୍ୟ ମିଳିବ ଓ ପ୍ରଶଂସିତ ହେବେ

ପ୍ରତିକାର – ବୁଧଙ୍କର ମନ୍ତ୍ର ଓଁ ବୁଧାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :