• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି

Cancer

କର୍କଟ

Friday 09 Sep 2022

ପୁନର୍ବସୁ - ପୂର୍ବ ସମସ୍ୟା ଆପଣଙ୍କ ପୁଣି ଦେଖା ଦେଇପାରେ

ପୁଷ୍ୟା – ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ

ଅଶ୍ଳେଷା - ଆର୍ଥିକ ପକ୍ଷ ଦୁର୍ବଳ ହୋଇପାରେ

ପ୍ରତିକାର – ସକାଳୁ ଉଠି ସ୍ନାନସାରି ନିଜ ମାଆଙ୍କର ପାଦ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :