• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି

Virgo

କନ୍ୟା

Friday 09 Sep 2022

ଉ , ଫାଲଗୁନୀ – କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ହସ୍ତା –ଅତିତର ଅପୂରଣୀୟ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ରହିବ

ଚିତ୍ରା – ସୁଖ ଶାନ୍ତି ଓ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି

ପ୍ରତିକାର - ବିଷ୍ଣୁ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :