• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି

Scorpio

ବିଛା

Friday 09 Sep 2022

ବିଶାଖା – ଦୁର୍ବଳ ଇଚ୍ଛା ଶକ୍ତି ହେତୁ ଆପଣଙ୍କର ମାନସିକ ଅଶାନ୍ତି ଘଟିପାରେ

ଅନୁରାଧା – ଜୀବନ ସାଥିଙ୍କ ସହିତ ମନମାଳିନ୍ୟ ଦେଖାଦେଇ ପାରେ

ଜ୍ୟେଷ୍ଠା – ବ୍ୟର୍ଥ କଥାଠୁ ନିଜକୁ ଦୂରରେ ରଖନ୍ତୁ

ପ୍ରତିକାର – ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :