ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ରବାର ତିଥି – ୧୪ ଶୀ ସନ୍ଧ୍ୟା ୦୬/୦୮ ଗତେ ପୂର୍ଣ୍ଣିମା ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ନାସ୍ତି
ଅଶ୍ୱନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ
ଦ୍ୱିଜା –ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ
କୃତିକା – କିଛି ନୂଆ ଅଭିଜ୍ଞତା ହାସଲ କରିବେ
ପ୍ରତିକାର - ଗାଧୋଇ ସାରି ଗାଈକୁ ଦୂବ ଘାସ ନିଜ ହାତରେ ଖୁଆଇ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯