• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2023: ଏହି ରାଶିର ବ୍ୟକ୍ତି‌‌ ସତର୍କ ରୁହନ୍ତୁ, ପଡ଼ିପାରନ୍ତି ଅସୁବିଧାରେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ଅହରାତ୍ର । ତିଥି-୧୦ମୀ ସନ୍ଧ୍ୟା ୦୭.୧୮ ଗତେ ୧୧ଶୀ । ଘାତ ଚନ୍ଦ୍ର-କନ୍ୟା ରାଶିର ଅହରାତ୍ର । ଘାତ ବାର-ବୃଷ, ସିଂହ ଓ କନ୍ୟା ।

Taurus

ବୃଷ

Saturday 09 Sep 2023

କୃତିକା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା  ନଥିଲେ ମଧ୍ୟ  କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା  କରିବେ ।

ରୋହିଣୀ- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ ।  ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ ।

ମୃଗଶିରା- ଧାର୍ମିକ କାର‌୍ୟ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶୁକ୍ରଙ୍କର  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ ।