• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2023: ଏହି ରାଶିର ବ୍ୟକ୍ତି‌‌ ସତର୍କ ରୁହନ୍ତୁ, ପଡ଼ିପାରନ୍ତି ଅସୁବିଧାରେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ଅହରାତ୍ର । ତିଥି-୧୦ମୀ ସନ୍ଧ୍ୟା ୦୭.୧୮ ଗତେ ୧୧ଶୀ । ଘାତ ଚନ୍ଦ୍ର-କନ୍ୟା ରାଶିର ଅହରାତ୍ର । ଘାତ ବାର-ବୃଷ, ସିଂହ ଓ କନ୍ୟା ।

Gemini

ମିଥୁନ

Saturday 09 Sep 2023

ମୃଗଶିରା- ପାଦରେ ଆଘାତ, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।

ଆଦ୍ରା- କାର‌୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ  ହେବେ ।  ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ପୁନର୍ବସୁ- ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ