• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2023: ଏହି ରାଶିର ବ୍ୟକ୍ତି‌‌ ସତର୍କ ରୁହନ୍ତୁ, ପଡ଼ିପାରନ୍ତି ଅସୁବିଧାରେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ଅହରାତ୍ର । ତିଥି-୧୦ମୀ ସନ୍ଧ୍ୟା ୦୭.୧୮ ଗତେ ୧୧ଶୀ । ଘାତ ଚନ୍ଦ୍ର-କନ୍ୟା ରାଶିର ଅହରାତ୍ର । ଘାତ ବାର-ବୃଷ, ସିଂହ ଓ କନ୍ୟା ।

Scorpio

ବିଛା

Saturday 09 Sep 2023

ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।

ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ ।

ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ