Daily Horoscope 9th September 2023: ଏହି ରାଶିର ବ୍ୟକ୍ତି‌‌ ସତର୍କ ରୁହନ୍ତୁ, ପଡ଼ିପାରନ୍ତି ଅସୁବିଧାରେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ଅହରାତ୍ର । ତିଥି-୧୦ମୀ ସନ୍ଧ୍ୟା ୦୭.୧୮ ଗତେ ୧୧ଶୀ । ଘାତ ଚନ୍ଦ୍ର-କନ୍ୟା ରାଶିର ଅହରାତ୍ର । ଘାତ ବାର-ବୃଷ, ସିଂହ ଓ କନ୍ୟା ।

Aries

ମେଷ

Saturday 09 Sep 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର‌୍ୟ୍ୟ କରିବେ ।

ଦ୍ୱିଜା-  ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।

କୃତିକା- ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ