• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2024: ଆଜି ଏହି ରାଶିର ବ୍ୟକ୍ତି ଆଇନ ଅଦାଲତ କ୍ଷେତ୍ରରେ ସଫଳତା ପାଇବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର ।ଚନ୍ଦ୍ର- ତୁଳା ଦିବା ୧୧.୨୭ ଗତେ ବିଛା,ତିଥି- ୬ଷ୍ଠୀ ରାତ୍ରି ୦୯.୫୩ ଗତେ ୭ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୪ ଗତେ ୨ ପର୍ଯ୍ୟନ୍ତ , ତା’ପରେ ରାତ୍ରି ୦୯.୫୩ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Aries

ମେଷ

Monday 09 Sep 2024

ଅଶ୍ୱନୀ- ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବକେୟା ଅର୍ଥ ଆଦାୟ ହେବ ।

ଦ୍ୱିଜା-ନୂତନ ଅଫିସ୍ କାମରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ଆଇନ ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ।

କୃତିକା- ଦୂରଯାତ୍ରା କାଳରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ପ୍ରଶାସନିକ ସ୍ତରରେ, ସଭାସମିତିରେ, ବ୍ୟବସାୟରେ ମନମନାନ୍ତର ଦେଖା ଦେଇପାରେ। ଅଟକି ରହିଥିବା କାମ ଆରମ୍ଭ କରିବାକୁ ମନ ବଳାଇବେ।

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :