• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2024: ଆଜି ଏହି ରାଶିର ବ୍ୟକ୍ତି ଆଇନ ଅଦାଲତ କ୍ଷେତ୍ରରେ ସଫଳତା ପାଇବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର ।ଚନ୍ଦ୍ର- ତୁଳା ଦିବା ୧୧.୨୭ ଗତେ ବିଛା,ତିଥି- ୬ଷ୍ଠୀ ରାତ୍ରି ୦୯.୫୩ ଗତେ ୭ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୪ ଗତେ ୨ ପର୍ଯ୍ୟନ୍ତ , ତା’ପରେ ରାତ୍ରି ୦୯.୫୩ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Scorpio

ବିଛା

Monday 09 Sep 2024

ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ ।

ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ

ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :