• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2024: ଆଜି ଏହି ରାଶିର ବ୍ୟକ୍ତି ଆଇନ ଅଦାଲତ କ୍ଷେତ୍ରରେ ସଫଳତା ପାଇବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର ।ଚନ୍ଦ୍ର- ତୁଳା ଦିବା ୧୧.୨୭ ଗତେ ବିଛା,ତିଥି- ୬ଷ୍ଠୀ ରାତ୍ରି ୦୯.୫୩ ଗତେ ୭ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୪ ଗତେ ୨ ପର୍ଯ୍ୟନ୍ତ , ତା’ପରେ ରାତ୍ରି ୦୯.୫୩ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Capricorn

ମକର

Monday 09 Sep 2024

ଉ, ଷାଢା- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର‌୍ୟ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇ ପାରନ୍ତି ।

ଶ୍ରବଣା- ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ ।

ଧନିଷ୍ଠା- ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଚାକିରି କ୍ଷେତ୍ରରେ କୁ ଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :