• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Taurus

ବୃଷ

Wednesday 13 Dec 2023

କୃତିକା-ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟକୁ ସହୟତା କରି ଖୁସି ଅନୁଭବ କରିବେ ।

ରୋହିଣୀ- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷାଲାଭ କରିପାରିବେ । ରାଜନୀତିରେ ଲୋକପ୍ରିୟତା ଦେଖାଦେବ ।

ମୃଗଶିରା- ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଆଇନର ଆଶ୍ରୟ ନେଇ ପାରନ୍ତି । କଚେରୀ ମାମଲାରେ ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ ।

ପ୍ରତିକାର- ପ୍ରତିଦିନ ଶ୍ରୀ ଗୌରି ଗଣେଶଙ୍କୁ ପୂଜା କରିଲେ ଆପଣଙ୍କର କାମ ସଫଳ ହେବ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :