• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aquarius

କୁମ୍ଭ

Wednesday 13 Dec 2023

ଧନିଷ୍ଠା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥି ଆସିବାର ସମ୍ଭାବନା ରହିଛି ।

ଶତଭିଷା- ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ ।

ପୂ,ଭାଦ୍ରପଦ- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । 

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :