• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Pisces

ମୀନ

Wednesday 13 Dec 2023

ପୂ,ଭାଦ୍ରପଦ- ବ୍ୟବସାୟୀମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଅଫିସରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।

ଉ,ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ରେବତୀ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :