• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Gemini

ମିଥୁନ

Wednesday 13 Dec 2023

ମୃଗଶିରା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ ।

ଆଦ୍ରା- ଛାତ୍ରଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ବିଶ୍ୱାସୀ ଲୋକମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ ।

ପୁନର୍ବସୁ- ମହିଳାମାନେ ଗୃହଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

ପ୍ରତିକାର- ବିଷ୍ଣୁଙ୍କ ସହସ୍ର ପାଠ ନାମ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :