• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Cancer

କର୍କଟ

Wednesday 13 Dec 2023

ପୁନର୍ବସୁ- ପ୍ରେମିକାପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।

ପୁଷ୍ୟା-ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ । ଛାତ୍ରଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ ।

ଅଶ୍ଲେଷା- ମହିଳାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇପାରନ୍ତି ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :