• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Virgo

କନ୍ୟା

Wednesday 13 Dec 2023

ଉ,ଫଳଗୁନି-- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ ।

ହସ୍ତା- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ଚିତ୍ରା- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :