• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Libra

ତୁଳା

Wednesday 13 Dec 2023

ଚିତ୍ରା- ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୌଣସି କାର୍ଯ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।

ସ୍ୱାତୀ- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ ।

ବିଶାଖା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :