• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Scorpio

ବିଛା

Wednesday 13 Dec 2023

ବିଶାଖା- ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।

ଅନୁରାଧା- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ଉଦାସୀନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ ।

ଜ୍ୟେଷ୍ଠା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇପାରନ୍ତି ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :