• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Sagittarius

ଧନୁ

Wednesday 13 Dec 2023

ମୂଳା- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

ପୂ,ଷାଢା- ଶିକ୍ଷାର୍ଥୀମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ ।

ଉ,ଷାଢା- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର୍ଯ୍ୟ ଆରମ୍ଭ କରପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :