Daily Horoscope 13th Dec 2023 : ସାବଧାନ୍‌! ବିଶ୍ୱାସୀ ଲୋକ ଧୋକା ଦେଇପାରନ୍ତି...

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ବୁଧବାର । ଚନ୍ଦ୍ର- ବିଛା ଦିବା ୧୧.୦୪ ଗତେ ଧନୁ । ତିଥି- ପ୍ରତିପଦ ରାତ୍ରି ୦୩.୦୯ ଗତେ ୨ୟା । ଘାତଚନ୍ଦ୍ର- ଦିବା ୧୧.୦୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୦୩.୦୯ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aries

ମେଷ

Wednesday 13 Dec 2023

 

ଅଶ୍ୱନୀ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।

ଦ୍ୱିଜା- କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ପଡୋଶୀ ବା କୁଟୁମ୍ବଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି ।

କୃତିକା- ଆକସ୍ମିକ ଧନ ଲାଭ ହୋଇପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।

ପ୍ରତିକାର- ଗରିବ ଲୋକଙ୍କୁ ଖାଦ୍ୟ ଏବଂ ବସ୍ତ୍ର ଦାନ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :