• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Aries

ମେଷ

Thursday 14 Dec 2023

ଅଶ୍ୱନୀ- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ । ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ ।

ଦ୍ୱିଜା- ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ପଢାରେ ଭଲ ସଫଳତା ଆଣିବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

କୃତିକା- ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :