• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Pisces

ମୀନ

Thursday 14 Dec 2023

ମୀନ-

ପୂ,ଭାଦ୍ରପଦ- ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।

ଉ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।

ରେବତୀ- ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :