• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Gemini

ମିଥୁନ

Thursday 14 Dec 2023

ମୃଗଶିରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।

ଆଦ୍ରା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।

ପୁନର୍ବସୁ- ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :