• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Cancer

କର୍କଟ

Thursday 14 Dec 2023

ପୁନର୍ବସୁ- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ପୁଷ୍ୟା- ପ୍ରେମିକପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ବହୁତ ଉପକୃତ ହେବେ ।

ଅଶ୍ଲେଷା- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ

ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :