• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Virgo

କନ୍ୟା

Thursday 14 Dec 2023

ଉ,ଫଳଗୁନି- ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର୍ଯ୍ୟରେ ସଫଳତା ହାସଲ କରିପାରିବେ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ ।

ହସ୍ତା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ଚିତ୍ରା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲି ମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳମାନେ ଅଳଙ୍କାରମାନ କ୍ରୟ କରି ପାରନ୍ତି । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :