• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Libra

ତୁଳା

Thursday 14 Dec 2023

ଚିତ୍ରା- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।

ସ୍ୱାତୀ- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

ବିଶାଖା- କୋର୍ଟର ସହୟତା ପାଇବେ । ରାଜନିତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :