• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Sagittarius

ଧନୁ

Thursday 14 Dec 2023

ମୂଳା- ଦେହପୀଡ଼ାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ ।

ପୂ,ଷାଢା- ଉଚ୍ଚଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବାର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।

ଉ,ଷାଢା- ଭୌତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହିପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ଆମୋଦପ୍ରମୋଦ, କ୍ରୀଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :