• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Capricorn

ମକର

Thursday 14 Dec 2023

ଉ,ଷାଢା- ପ୍ରେମିପ୍ରେମିକାମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ ।

ଶ୍ରବଣା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ମହିଳା ମାନେ ପ୍ରତ୍ୟେକ କାର୍ଯ୍ୟ ପାଇଁ ସାବଧାନତା ଅବଲମ୍ବନ କରିବେ ।

ଧନିଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :