• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Thursday 21 Dec 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ

ଦ୍ୱିଜା- ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।

କୃତିକା- ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ସାମାନ୍ୟ ସଫଳତା ମିଳିବ। ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :